ପ୍ରକାଶ ପାଇଲା ବିଜ୍ଞପ୍ତି ; ଲୋକସଭା ଭାବନାକୁ ସାମ୍ବାଦିକଙ୍କୁ ପ୍ରବେଶ ପାଇଁ ମିଳିଲା ଅନୁମତି

ସାମ୍ବାଦିକଙ୍କ ପାଇଁ ହଟିଲା କଟକଣା । ଲୋକସଭା ଭବନରେ ପ୍ରବେଶ ପାଇଁ ମିଳିଲା ଗ୍ରୀନ ସିଗନାଲ । ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ସ୍ୱୀକୃତିପ୍ରାପ୍ତ ଓ ଅଣସ୍ୱୀକୃତିପ୍ରାପ୍ତ ସାମ୍ବାଦିକଙ୍କୁ ପ୍ରବେଶ ପାଇଁ ଅନୁମତି ମିଳିଛି । ଟିଭି ଓ ଖବରକାଗଜର ଜଣେ ଲେଖାଏଁ ସାମ୍ବାଦିକଙ୍କୁ ଅନୁମତି ମିଳିଛି ।

Lok Sabha

ପୂର୍ବ ସରକାରରେ କୋଭିଡ ପରଠୁ ଦୀର୍ଘଦିନ ଧରି ସାମ୍ବାଦିକଙ୍କୁ ଲୋକସଭା ଭବନରେ ପ୍ରବେଶ ନେଇ ପ୍ରତିବନ୍ଧକ ରହିଥିଲା । କିନ୍ତୁ ନୂଆ ସରକାରରେ ପ୍ରତିବନ୍ଧକ ଉଠାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା । ଆଜି ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+