ପୁରୀ ବାଣ ବିସ୍ଫୋରଣ ଘଟଣା ; ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଯୁବକଙ୍କ ମୃତ୍ୟୁ

ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ଵରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହା ପୂର୍ବରୁ ଅନ୍ୟ ଜ ଗୁଣେ ଯୁବକଙ୍କର କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା।

incident

ପୁରୀ ସଦର ଥାନା ଅନ୍ତର୍ଗତ ବାଟଗାଁରେ ବାଣ ପ୍ରସ୍ତୁତି ସମୟରେ ବିସ୍ଫୋରଣ ଘଟିବାରୁ ୩ ଜଣ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଥିଲା। ଜଣଙ୍କୁ ଭୁବନେଶ୍ଵର ଏବଂ ଅନ୍ୟ ଜଣଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ଚିକିତ୍ସାଧୀନ ଅଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+