ପୁରୀ ଗଙ୍ଗାମାତା ମଠରେ ରହିଛି ଗୁପ୍ତ ସୁଡ଼ଙ୍ଗ: ଶ୍ରୀମନ୍ଦିରକୁ ଗୁପ୍ତ ରାସ୍ତା ଥିବା ଅନୁମାନ

ଶ୍ରୀମନ୍ଦିର ନିକଟସ୍ଥ ବାଲିସାହିଠାରେ ଗଙ୍ଗାମାତା ମଠରେ ରହିଛି ଗୁପ୍ତ ସୁଡ଼ଙ୍ଗ । କୁହାଯାଉଛି, ଏହି ସୁଡଙ୍ଗରେ ରହିଛି ଅନେକ ଇତିହାସ । ସୁଡଙ୍ଗ ତଳେ ଏକ ଗୁପ୍ତ ପ୍ରକୋଷ୍ଠ ରହିଛି

ପୁରୀ: ଶ୍ରୀମନ୍ଦିର ନିକଟସ୍ଥ ବାଲିସାହିଠାରେ ଗଙ୍ଗାମାତା ମଠରେ ରହିଛି ଗୁପ୍ତ ସୁଡ଼ଙ୍ଗ । କୁହାଯାଉଛି, ଏହି ସୁଡଙ୍ଗରେ ରହିଛି ଅନେକ ଇତିହାସ । ସୁଡଙ୍ଗ ତଳେ ଏକ ଗୁପ୍ତ ପ୍ରକୋଷ୍ଠ ରହିଛି । ଏହି ପ୍ରକୋଷ୍ଠକୁ ବର୍ତ୍ତମାନ ସୁଦ୍ଧା ଖୋଲାଯାଇ ପାରିନାହିଁ କି କେହି ପ୍ରବେଶ ବି କରିପାରି ନାହାନ୍ତି ।

Puri

ଏହି ମଠରେ ବର୍ଷସାରା ଭକ୍ତଙ୍କ ଭିଡ଼ ଲାଗିଥାଏ । ଏବେ ଏହି ମଠ ଭିତରେ ଥିବା ଏକ ସୁଡ଼ଙ୍ଗକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଗତ ବର୍ଷ ଏହାର ସନ୍ଧାନ ମିଳିଥିଲେ ମଧ୍ୟ ଏହା ଲୁକ୍କାୟିତ ଅବସ୍ଥାରେ ରହିଯାଇଥିଲା । ଏବେ ଏହି ସୁଡ଼ଙ୍ଗକୁ ନେଇ ପୁଣି ଥରେ ଚର୍ଚ୍ଚା ଆରମ୍ଭ ହୋଇଛି। କୁହାଯାଉଛିଯେ,ଏହି ସୁଡ଼ଙ୍ଗ ଶ୍ରୀମନ୍ଦିର ଯାଏଁ ଲମ୍ବିଛି । ତେବେ ଅନୁସନ୍ଧାନ ହେଲେ ପ୍ରକୃତ ତଥ୍ୟ ପଦାକୁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+