ପୁରୀ ଗୁଣ୍ଡିଚା ମନ୍ଦିର ଦଳାଚକଟା ଘଟଣା; ୭ ପୋଲିସ ଅଧିକାରୀ କାର୍ଯ୍ୟରେ ଅବହେଳା କରିଥିବା ରିପୋର୍ଟରେ ଉଲ୍ଲେଖ
ପୁରୀ ଗୁଣ୍ଡିଚା ମନ୍ଦିର ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ ସୁପାରିସ୍ । ୨୯/୬/୨୫ ରଥଯାତ୍ରା ଦିନ ଦଳାଚକଟା ଘଟଣାରେ ଦାୟୀ କରି ସୁପାରିସ୍ । ଉନ୍ନୟନ କମିଶନରଙ୍କ ତଦନ୍ତ ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ସୁପାରିସ୍ ।













Click it and Unblock the Notifications