ବନକଲାଗି ନୀତି ଲାଗି 4 ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର ସର୍ବସାଧାରଣ ଦର୍ଶନ
ଶ୍ରୀମନ୍ଦିରରେ 4 ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ 4ଟାରୁ ରାତି 8 ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ ।
ପୁରୀ : ଶ୍ରୀମନ୍ଦିରରେ 4 ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ 4ଟାରୁ ରାତି 8 ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କର ଏହା ଏକ ଗୁପ୍ତ ନୀତି । ଏଥିପାଇଁ 4ଘଣ୍ଟା ପାଇଁ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଦ୍ୱିତୀୟ ଭୋଗ ମଣ୍ଡପରେ ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ହୋଇଥିବା ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ସିଂହାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଭଳି ପାରମ୍ପରିକ ରଙ୍ଗରେ ବଡ଼ଠାକୁର ବଳଭଦ୍ର, କାଳିଆ ଠାକୁର, ଦେବୀ ସୁଭ୍ରଦା ଓ ଚକ୍ରରାଜ ସୁଦର୍ଶନ ଝଲସି ଉଠିବେ ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications