ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

Puri News: ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ଶ୍ରୀଜୀଉଙ୍କ ଗୁପ୍ତ ନୀତି ଅନୁଷ୍ଠିତ ହେବ ଯେଉଁଥି ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ତପ ପରେ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁ୍ଙ୍କ ଦର୍ଶନ ବନ୍ଦ ରହିବ ।ତେବେ ବନକଲାଗି ନୀତି ଶେଷ ହେବା ପରେ ପୁଣି ଜଗା ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି ।

Puri Jagannath Temple

ସୂଚନା ଅନୁସାରେ, ବୁଧବାର ସନ୍ଧ୍ୟା ୫ଟା ବେଳେ ଶ୍ରୀଜିଉଙ୍କ ଗୁପ୍ତ ନୀତି ଅନୁଷ୍ଠିତ ହେବ ଯାହା ରାତି ୧୦ ଟାରେ ଶେଷ ହେବ । ଯେଉଁଥି ପାଇଁ ୫ ଘଣ୍ଟା ସର୍ବସାଧାରଣ ପାଇଁ ବନ୍ଦ ରହିବ ଜଗା ଦର୍ଶନ । ବନକଲାଗି ଶେଷ ହେହା ପରେ ପୁଣି ଶ୍ରଦ୍ଧାଳୁ ଦର୍ଶନ କରି ପାରିବେ । ଏନେଇ ଶ୍ରୀଜଗନ୍ନାଥ ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+