ରାତି ୨ ଟାରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ଶ୍ରୀମନ୍ଦିରରେ ନାଟମଣ୍ଡପ ମରାମତି କାମ ଆସନ୍ତାକାଲି ଠାରୁ ଆରମ୍ଭ ହେବ। ଏହି ମରାମତି କାମ ନେଇ ଏଏସ୍‌ଆଇ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ଶ୍ରୀମନ୍ଦିର ନୀତିକାନ୍ତି ଶୃଙ୍ଖଳିତ ନହେଲେ ନାଟମଣ୍ଡପ ମରାମତି କାର୍ଯ୍ୟ ପ୍ରଭାବିତ ହେବ। ଏଥି ପାଇଁ ପୁରା ପ୍ରସ୍ତୁତି ହୋଇଛି ମନ୍ଦିର ପ୍ରଶାସନ ।

Puri temple

ତେବେ ଏହାକୁ ଶୃଙ୍ଖଳିତ କରିବା ପାଇଁ ବାରମ୍ବାର ବୈଠକ ପରେ । ଛତିଶାନିଯୋଗ ବୈଠକରେ ଏନେଇ ନୀତି ନିର୍ଘଣ୍ଟ ହୋଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ, ଆଜି ରାତି ୨ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟିବ ।

ଆସନ୍ତାକାଲି ଦିନ ଗୋଟାଏରୁ ନାଟମଣ୍ଡପ ମରାପତି କାମ ଆରମ୍ଭ ହୋଇ ସନ୍ଧ୍ୟା ୭ଟା ସୁଦ୍ଧା ଶେଷ ହେବ। ପୂର୍ବରୁ ନାଟମଣ୍ଡପର ଉପରି ଭାଗର ପଥର ଯୋଡ଼େଇ ଓ ସଫା କାମ କରାଯାଇଥିଲା। ଏବେ ଏଥିରେ ୪ଟି ଷ୍ଟେନଲେସ୍ ଷ୍ଟିଲ ବିମ୍ ଲଗାଯିବ। ଏଥିପାଇଁ ଡିଜାଇନ ଚୂଡ଼ାନ୍ତ ହେବା ସହ ଅନୁମତି ମଧ୍ୟ ମିଳିସାରିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+