Niladri Bije 2022 Live Updates: ଚାଲିଛି ଚତୁର୍ଦ୍ଧା ମୁରତୀଙ୍କ ନିଳାଦ୍ରୀ ବିଜେ
ବିଶ୍ୱ ପ୍ରସିଦ୍ଧ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନୀଳାଦ୍ରି ବିଜେର ଟିକିନିକି ଅପଡେଟ୍ ତା ସହିତ ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ମୁଖ୍ୟ ଖବର ଲାଇଭ ଅପଡେଟ୍
ନମସ୍କାର, ବିଶ୍ୱ ପ୍ରସିଦ୍ଧ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ରଥଯାତ୍ରାର ଲାଇଭ୍ ଅପଡେଟକୁ ସ୍ୱାଗତ । ଆଜି ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ, ରତ୍ନ ସିଂହାସନକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି । ଆଜି ଅଧର ପଣାର ଟିକିନିକି ଅପଡେଟ୍ ପାଇଁ "ୱାନଇଣ୍ଡିଆ ଓଡିଆ" ସହ ଯୋଡି ହୋଉ ରୁହନ୍ତୁ...

ବାଲୁକା କଳାରେ ନୀଳାଦ୍ରି ବିଜେ
ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ ଉପଲକ୍ଷେ ବାଲୁକା କଳାରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ।
Jai Jagannath….🙏
— Sudarsan Pattnaik (@sudarsansand) July 12, 2022
On the pious occasion of #NiladriBije, Mahaprabhu Jagannath, while returning to Ratna Singhasana, offers Rasagola to #MahaLakshmi. My sandart at Puri beach in Odisha for this unique ritual . #RasagolaDibasa pic.twitter.com/T8IkgvcMqm
ଶେଷ ହେଲା ମହାପ୍ରଭୁଙ୍କ ଅଧରପଣା ନୀତି
ଶେଷ ହେଲା ମହାପ୍ରଭୁଙ୍କ ଅଧରପଣା ନୀତି । ବଡ଼ଦାଣ୍ଡରେ ଦେଖିବାକୁ ମିଳିଛି ଲକ୍ଷାଧିକ ଭକ୍ତଙ୍କ ଭିଡ଼ । ୩ ରଥରେ ୩ଟି ଲେଖାଏଁ ମୋଟ ୯ଟି ମାଟି ଅଧରପଣା ହାଣ୍ଡି ଭଙ୍ଗା ହୋଇଛି ।
READ MORE
More From
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ



















Click it and Unblock the Notifications