ପୁରୀ : ପାର୍କିଂରେ ଉତ୍ପାତ, ଯୁବତୀଙ୍କ ସହ ଦୁର୍ବ୍ୟବହାର ଅଭିଯୋଗରେ ଧରାପଡ଼ିଲେ ୨ ଯୁବକ

ସମଙ୍ଗ ପାର୍କିଂରେ ଉତ୍ପାତ । ଧରାପଡ଼ିଲେ ୨ ଯୁବକ , ଖସିଗଲେ ଅନ୍ୟ ୪ ଜଣ ଯୁବକ । ସୋମବାର ରାତିରେ ୩ ଜଣ ଯୁବତୀ ଶ୍ରୀମନ୍ଦିରରୁ ଦର୍ଶନ ସାରି ସମଙ୍ଗ ପାର୍କିଂ ରାସ୍ତାରୁ କଣ୍ଠପୁର ଗାଁକୁ ଯିବା ସମୟରେ ଏକ ପୋଲ ନିକଟରେ ୬ ଜଣ ଯୁବକ ବସିଥିଲେ । ସେମାନେ ଯୁବତୀମାନଙ୍କୁ ଟଣାଓଟରା କରିଥିଲେ । ଯୁବତୀଙ୍କ ମଧ୍ୟରୁ ଜଣଙ୍କର ଭାଇ ଅଭିମନ୍ୟୁ ବରାଳ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତମାନଙ୍କୁ ଧରିବା ଲାଗି ଉଦ୍ୟମ କରୁଥିବା ବେଳେ ୪ଜଣ ଖସି ପଳାଇଥିଲେ ।

2 youths arrested for misbehaving with young woman

୨ଜଣଙ୍କୁ ଧରି ପିସିଆରକୁ ହସ୍ତାନ୍ତର କରାଯାଇଛି । ଏନେଇ ବିଳମ୍ବିତ ରାତିରେ ସଦର ଥାନାରେ ଲିଖିତ ଅଭିଯୋଗ କରାଯାଇଛି । ସଦରଥାନା ଅଧିକାରୀ ସୁନିଲ କୁମାର ପ୍ରଧାନ କହିଛନ୍ତି ଏ ନେଇ ଥାନାରେ ଅଭିଯୋଗ ହୋଇଛି । ଟଙ୍କା ଛଡାଇନେଇଥିବା ଅଭିଯୋଗ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+