Get Updates
Get notified of breaking news, exclusive insights, and must-see stories!

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ଆଜି ସୁରକ୍ଷା ଦାୟିତ୍ୱ ହାତକୁ ନେବ ପୋଲିସ୍

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଆସନ୍ତା 17 ତାରିଖରେ ଲୋକାର୍ପଣ ହେବ । ଏହା ପୂର୍ବରୁ ପରିକ୍ରମା ପ୍ରକଳ୍ପ କାମ ଜୋରଦାର କରାଯାଇଛି । ପ୍ରକଳ୍ପ ନିର୍ମାଣ ଦାୟିତ୍ୱରେ ଥିବା ଓବିସିସି ସଂସ୍ଥା ସବୁ କାମ ସାରି ପ୍ରଶାସନକୁ ପରିକ୍ରମାସ୍ଥଳୀ ଆଜି ହସ୍ତାନ୍ତର କରିବ ।

shreemandir

ଏହା ପରେ ପୁରୀ ପୁଲିସ ପ୍ରଶାସନ ଆଜିଠାରୁ ପରିକ୍ରମା ପ୍ରକଳ୍ପ ଉଦଘାଟନ ସରିବା ଯାଏଁ ସୁରକ୍ଷା ଦାୟିତ୍ୱ ନିଜ ହାତକୁ ନେବ । ପରିକ୍ରମା ପ୍ରକଳ୍ପ ଚାରିପଟେ ସିସିଟିଭି ସର୍ଭିଲାନ୍ସ ରହିବ ।

ଗତକାଲି ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ସୁରେଶ ଚନ୍ଦ୍ର ମହାପାତ୍ର ପରିକ୍ରମା ପ୍ରକଳ୍ପ ବୁଲି ଦେଖିବା ସହ ପରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଏହା ପରେ ଲୋକାର୍ପଣ ଉତ୍ସବ ପାଇଁ ପୁରୀକୁ 60ଟି ବସ୍ ଗଡ଼ିବ ବୋଲି ସୂଚନା ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+