Get Updates
Get notified of breaking news, exclusive insights, and must-see stories!

ଏବେ ଦର୍ଶନ ଦେବନି ଜଗା : ଜୁଲାଇ 15 ଯାଏଁ ଶ୍ରୀମନ୍ଦିର ବନ୍ଦ

ଆସନ୍ତା ଜୁଲାଇ 25 ତାରିଖ ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ

ପୁରୀ : ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ବେଳେ ରାଜ୍ୟ ସରକାର ଲକଡାଉନକୁ କୋହଳ କରିଛନ୍ତି । ଜୁଲାଇ 1 ତାରିଖ ଯାଏଁ ରାଜ୍ୟରେ ଆଂଶିକ ଲକଡାଉନ୍ ରହିଛି । ତେବେ ପୂର୍ବଭଳି ରାତ୍ରୀକାଳିନ କର୍ଫ୍ୟୁ ଓ ସପ୍ତାହନ୍ତ ସଟଡାଉନ୍ ଜାରି ରହିବ । ଅପରପକ୍ଷରେ କରୋନା ମହାମାରୀ ଭିତରେ ପୂର୍ବବର୍ଷ ଭଳି ଚଳିତବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ଅନୁଷ୍ଠିତ ହେବ । ବିନା ଭକ୍ତରେ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ଏଥର ଦେବସ୍ନାନ ପୂର୍ଣ୍ଣିମା ମଧ୍ୟ ବିନା ଭକ୍ତରେ ଅନୁଷ୍ଠିତ ହେବ ।

ପୁରୀ

ସେହିପରି ଆସନ୍ତା ଜୁଲାଇ 25 ତାରିଖ ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରୀଷନ କୁମାରଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ରଥଯାତ୍ରା ପରେ ଶ୍ରୀମନ୍ଦିର ଦର୍ଶନ ପ୍ରସଙ୍ଗରେ ଆଲୋଚନା ହେବ ବୋଲି ଏହି ବୈଠକରେ ନିଷ୍ପତ୍ତି ନିଆଯାଇଛି ।
ଏଠାରେ ସୂଚନାଥାଉକି, କରୋନା ସଂକ୍ରମଣର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ଜୁନ୍ 15 ଯାଏଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଥିଲା ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+