Get Updates
Get notified of breaking news, exclusive insights, and must-see stories!

ଆସନ୍ତାକାଲି ୪ ଘଣ୍ଟା ଜଗାଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଶ୍ରୀଜିଉଙ୍କ ପଇତାଲାଗି ନୀତି ପାଇଁ ସନ୍ଧ୍ୟା ୫ରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

shree mandir

ପଇତାଲାଗି ନୀତି ଏକ ବିଶେଷ ଗୁପ୍ତ ନୀତି। ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି । ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+