ପୁରୀ-ତାଳଚେର ବନ୍ଦେ ଭାରତ ଟ୍ରାଏଲ୍ ରନ୍
ପୁରୀ: ଓଡ଼ିଶାକୁ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍ । ପୁରୀ ରୁ ରାଉରକେଲା ଗଡ଼ିବ ବନ୍ଦେ ବାରତ ଏକ୍ସପ୍ରେସ୍ । ମାତ୍ର 6 ଘଣ୍ଚାରେ ପହଞ୍ଚିବ ରାଉରକେଲା । ଏ ନେଇ ଆଜି ପୁରୀରୁ ତାଳଚେର ଟ୍ରାଏଲ୍ ରନ୍ ହୋଇଛି ।

ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ଢ଼େଙ୍କାନାଳ ଷ୍ଟେସନରେ ମାତ୍ର 2 ମିନିଟ୍ ଲେଖାଏଁ ରହିଥିଲା ଏହି ଟ୍ରେନ୍ । ପୁରୀ ଷ୍ଟେସନରୁ ସକାଳ 9.30 ରୁ ବାହାରି ଦିନ 12.30 ରେ ତାଳଚେରରେ ପହଞ୍ଚିଛଟି ଟ୍ରେନ୍ ।
ଚଳିତ ବର୍ଷ ମେ' ମାସ 18 ତାରିଖରେ ପୁରୀରୁ-ହାୱଡ଼ା ପର୍ଯ୍ୟନ୍ତ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ୍ । ଯାହାକୁ ଭର୍ଚୁଆଲରେ ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଟ୍ରେନ୍ ଚଳାଚଳ ପରେ ଓଡ଼ିଶାରେ ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସ୍ ଗଡ଼ିବ ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications