ନ୍ୟାୟ ଦେବା ବଦଳରେ ଝିଅଙ୍କ ଅଧିକାର ଉପରେ ପ୍ରଶ୍ନ ଉଠାଇବା ନିନ୍ଦନୀୟ, ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ୍‌

ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଣେ ଓଡ଼ିଆ ଏମ୍‌ବିବିଏସ୍‌ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହା ଉପରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। 'ରାତିରେ ଝିଅମାନେ ବାହାରକୁ ଆସିବା ଉଚିତ ନୁହେଁ, ସେମାନେ ନିଜକୁ ମଧ୍ୟ ସୁରକ୍ଷା ଦେବା ଦରକାର' ବୋଲି ମମତା କହିଛନ୍ତି।

Parvathi

ଏଭଳି ବୟାନକୁ ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ କେବଳ ମୋତେ ନୁହେଁ ପଶ୍ଚିମ ବଙ୍ଗଳାରେ ଥିବା ଚାରିକୋଟି ନବେ ଲକ୍ଷ ମହିଳାମାନଙ୍କୁ ଆଶ୍ଚର୍ଯ୍ୟ ଓ ଅପମାନିତ କରିଛି। ପୀଡ଼ିତାକୁ ନ୍ୟାୟ ଦେବା ବଦଳରେ ଲିଙ୍ଗଭିତ୍ତିକ ଅସମାନତା ଆଣିବା, ଝିଅମାନଙ୍କ ଅଧିକାର ଉପରେ ପ୍ରଶ୍ନ ଉଠାଇବାର ଅଧିକାର ମୁଖ୍ୟମନ୍ତ୍ରୀଙ୍କର ନାହିଁ। ଆଉ ଯଦି ଓଡ଼ିଆ ଝିଅ ପୀଡ଼ିତା ବୋଲି ଦରଦ ନାହିଁ, ଓଡ଼ିଶା ସରକାରଙ୍କୁ ଲେଖି ଦିଅନ୍ତୁ। ଆମ ପିଲାଙ୍କ କଥା ତୁମ ରାଜ୍ୟରେ ବି ଆମେ ବୁଝିପାରିବୁ। ଲଜ୍ଜାବୋଧ ନ ରହିବା ଅତ୍ୟନ୍ତ ନିନ୍ଦନୀୟ। ମହିଳା ମୁଖ୍ୟମନ୍ତ୍ରୀଙ୍କ ପାଖରୁ ଯଦି ସମବେଦନା, ସୁରକ୍ଷା, ଅଧିକାର ଝିଅମାନେ ଆଶା କରିବେନି, ତାହାହେଲେ କରିବେ କାହାଠାରୁ ?

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ମହିଳାଙ୍କୁ ନିରାଶ କରିଛି ମମତା ବାନାର୍ଜୀଙ୍କ ଭଳି ଜଣେ ମହିଳା ନେତୃତ୍ୱ ଓ ଦିଦି ନାମରେ ପରିଚୟପ୍ରାପ୍ତ ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ମୁଁହରୁ -"ରାତିରେ ଝିଅମାନେ ବାହାରକୁ ଆସିବା ଉଚିତ ନୁହେଁ ମନ୍ତବ୍ୟ। କେବଳ ମୋତେ ନୁହେଁ ପଶ୍ଚିମ ବଙ୍ଗଳାରେ ଥିବା ଚାରିକୋଟି ନବେ ଲକ୍ଷ ମହିଳାମାନଙ୍କୁ ଆଶ୍ଚର୍ଯ୍ୟ ଓ ଅପମାନିତ କରିଛି। ପୀଡ଼ିତାକୁ ନ୍ୟାୟ ଦେବା ବଦଳରେ ଲିଙ୍ଗଭିତ୍ତିକ ଅସମାନତା ଆଣିବା, ଝିଅମାନଙ୍କ ଅଧିକାର ଉପରେ ପ୍ରଶ୍ନ ଉଠାଇବାର ଅଧିକାର ମୁଖ୍ୟମନ୍ତ୍ରୀଙ୍କର ନାହିଁ। ଆଉ ଯଦି ଓଡ଼ିଆ ଝିଅ ପୀଡ଼ିତା ବୋଲି ଦରଦ ନାହିଁ, ଓଡ଼ିଶା ସରକାରଙ୍କୁ ଲେଖି ଦିଅନ୍ତୁ। ଆମ ପିଲାଙ୍କ କଥା ତୁମ ରାଜ୍ୟରେ ବି ଆମେ ବୁଝିପାରିବୁ। ଲଜ୍ଜାବୋଧ ନ ରହିବା ଅତ୍ୟନ୍ତ ନିନ୍ଦନୀୟ। ମହିଳା ମୁଖ୍ୟମନ୍ତ୍ରୀଙ୍କ ପାଖରୁ ଯଦି ସମବେଦନା, ସୁରକ୍ଷା, ଅଧିକାର ଝିଅମାନେ ଆଶା କରିବେନି, ତାହାହେଲେ କରିବେ କାହାଠାରୁ ?
ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଣେ ଓଡ଼ିଆ ଏମ୍‌ବିବିଏସ୍‌ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହା ଉପରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। 'ରାତିରେ ଝିଅମାନେ ବାହାରକୁ ଆସିବା ଉଚିତ ନୁହେଁ, ସେମାନେ ନିଜକୁ ମଧ୍ୟ ସୁରକ୍ଷା ଦେବା ଦରକାର' ବୋଲି ମମତା କହିଛନ୍ତି। ଏଭଳି ବୟାନକୁ ବିଭିନ୍ନ ମହଲ କଡ଼ା ସମାଲୋଚନା କରିଛନ୍ତି। ସରକାରଙ୍କ ଏଭଳି ବେପରୁଆ ନୀତି ଯୋଗୁ ହିଁ ରାଜ୍ୟରେ ମହିଳା ବିରୋଧୀ ଅପରାଧ ବଢ଼ିଚାଲିଛି ବୋଲି ବିଜେପି କହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+