ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଉପରେ ପୁଣି ଉଠିଲା ପ୍ରଶ୍ନ, ମେଘନାଦ ପାଚେରି ଡେଇଁ ଶ୍ରୀମନ୍ଦିରରେ ପଶିଲେ ୪ ଯୁବକ

ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଉପରେ ପୁଣି ଉଠିଲା ପ୍ରଶ୍ନ । ଦକ୍ଷିଣ ଦ୍ୱାର ମେଘନାଦ ପାଚେରି ଡେଇଁ ଶ୍ରୀମନ୍ଦିରରେ ୪ ଜଣ ଯୁବକ ପ୍ରବେଶ କରିଥିଲେ । କେଉଁ ପରିସ୍ଥିତିରେ କିଭଳି ଭାବରେ ଏହି ଯୁବକ ମାନେ ମେଘନାଦ ପାଚେରି ଡେଇଁ ମନ୍ଦିରରେ ପ୍ରବେଶ କରିଥିଲେ ତାହାକୁ ନେଇ ସବୁଠି ପ୍ରଶ୍ନ ଉଠିଛି ।

puri

ସୁରକ୍ଷା ଉପରେ ପ୍ରଶ୍ନ ଉଠିବା ପରେ ପ୍ରତିକ୍ରିୟା ରଖିଛନ୍ତି ଏସପି । ସେ କହିଛନ୍ତି ମେଘନାଦ ପାଚେରି କଡରେ ମାଟି କିଏ ପକାଇଥିଲା ତଦନ୍ତ ହେବ । ତଦନ୍ତ ପରେ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ପିନାକ ମିଶ୍ର କହିଛନ୍ତି ।

ତେବେ ସବୁଠୁ ବଡ ପ୍ରଶ୍ନ ହେଉଛି ଏହି ଯୁବକମାନେ କିଏ, କାହିଁକି ଏଭଳି ଭାବେ ଶ୍ରୀମନ୍ଦିରରେ ପ୍ରବେଶ କରୁଛନ୍ତି ତାହାକୁ ନେଇ ପ୍ରଶ୍ନ ଉଠିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+