MKCGରେ ରାଗିଂ; ୨ ହାଉସ୍‌ ସର୍ଜନଙ୍କୁ ଜରିମାନା

ବ୍ରହ୍ମପୁର ଏମକେସିଜିରେ ରାଗିଂ ଅଭିଯୋଗ ସାମ୍ନାକୁ ଆସିଛି । ୨ ହାଉସ୍ ସର୍ଜନଙ୍କୁ କଲେଜ କର୍ତ୍ତୃପକ୍ଷଙ୍କ ତରଫରୁ ଜରିମାନା କରାଯାଇଛି ।ଜରିମାନା ବାବଦକୁ ୨୫ ହଜାର ଟଙ୍କା ଲେଖାଏ ଦେବାକୁ କୁହାଯାଇଛି । ଜଣେ ୪ର୍ଥ ବର୍ଷ ଛାତ୍ରଙ୍କୁ ରାଜିଂ ଅଭିଯୋଗରେ ଜରିମାନା କଷା ଯାଇଥିବା ଜଣାପଡ଼ିଛି ।

MKCG

ଏଣ୍ଟି ରେଗିଂ‌ କମିଟିର ବୈଠକରେ ହେଲା ନିଷ୍ପତ୍ତି । ଗତ ମେ ମାସ ୧୨ ତାରିଖରେ ଜଣେ ଏମବିବିଏସ ଚତୁର୍ଥ ବର୍ଷର ଛାତ୍ରଙ୍କୁ ରେଗିଂ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ମେ ୧୩ ତାରିଖରେ ଏମକେସିଜି ମେଡିକାଲ ଡିନଙ୍କୁ ଦୁଇ ଜଣ ରେଗିଂ କରିଥିବା ନେଇ ଲିଖିତ ଅଭିଯୋଗ ଦେଇଥିଲେ ସମ୍ପୃକ୍ତ ଛାତ୍ର । ଗତ କିଛି ଦିନ ପୂର୍ବରୁ ଏଣ୍ଟି ରେଗିଂ କମିଟିରେ ଅଭିଯୋଗ ହେବା ପରେ ଆଜି ଏମକେସିଜି ମେଡିକାଲରେ ହୋଇଥିଲା ବୈଠକ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+