Get Updates
Get notified of breaking news, exclusive insights, and must-see stories!

ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ

ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ । ରାଷ୍ଟ୍ରପତି ଭବନରୁ ଜାରି ହେଲା ସୂଚନା । ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ।

raghubar_das

ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ହେଉଛନ୍ତି ରଘୁବର ଦାସ । ସେ ୫ ଥର ନିର୍ବାଚିତ ହୋଇଛନ୍ତି । ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ।୨୦୦୯ରେ ସେ ଝାଡ଼ଖଣ୍ଡର ଉପମୁଖମନ୍ତ୍ରୀ ଦାୟିତ୍ଵ ନିର୍ବାହ କରିଥିଲେ। ୨୦୧୪ରୁ ୨୦୧୯ ଯାଏ ସେ ଝାଡ଼ଖଣ୍ଡର ଷଷ୍ଠ ତଥା ପ୍ରଥମ ଅଣ ଆଦିବାସୀ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ୧୯୯୫ରେ ପ୍ରଥମ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+