ଲ୍ୟାଣ୍ଡ୍ମାଇନ୍ ବିସ୍ଫୋରଣରେ ରେଲୱେ କର୍ମଚାରୀଙ୍କ ମୃତ୍ୟୁ ଘଟଣା, 10 ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଲ୍ୟାଣ୍ଡ୍ମାଇନ୍ ବିସ୍ଫୋରଣରେ ରବିବାର ରେଳ କର୍ମଚାରୀ ଜଟୁଆ ଓରାମଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିବା ସହ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।













Click it and Unblock the Notifications