ଦଶପଲ୍ଲାରେ ଗଡ଼ିବ ରେଳ, ଶୁଭାରାମ୍ଭ କରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଦଶପଲ୍ଲା: ଆଜିଠୁ ଦଶପଲ୍ଲାରେ ଗଡ଼ିବ ରେଳ । ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତାଙ୍କର ତିନି ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆଜି (ଡିସେମ୍ବର୫ )ରେ ଆସିବେ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ । ତାଙ୍କ ଗସ୍ତ ସମୟରେ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଦଶପଲ୍ଲା ଠାରେ ରେଳବାଇ କାର୍ଯ୍ୟକ୍ରମରେ ଏବଂ କଣ୍ଟିଲୋରେ ଡାକ ବିଭାଗ କାର୍ଯ୍ୟକ୍ରମରେ ଯୋଗଦେବେ ।

Daspalla train

ଅଶ୍ୱିନୀ ବୈଷ୍ଣବ ୬ ଜାନୁଆରୀରେ ଖୋର୍ଦ୍ଧା ରୋଡ଼-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ଦଶପଲ୍ଲା ରେଳ ଷ୍ଟେସନ ବିଲ୍ଡିଂ ଏବଂ ନବ ନିର୍ମିତ ନୂଆଗାଁ-ଦଶପଲ୍ଲା ରେଳ ସେକ୍ସନର ଉଦ୍‌ଘାଟନ କରିବା ସହିତ ୪ଟି ଟ୍ରେନର ଦଶପଲ୍ଲା ପର୍ଯ୍ୟନ୍ତ ସମ୍ପ୍ରସାରଣକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ ୧୮୪୨୩/୧୮୪୨୪ ଭୁବନେଶ୍ୱର- ନୟାଗଡ଼ ଟାଉନ-ଭୁବନେଶ୍ୱର ଏକ୍ସପ୍ରେସ, ୦୮୪୨୯/୦୮୪୩୦ ଭୁବନେଶ୍ୱର- ନୂଆଗାଁ ରୋଡ଼ -ଭୁବନେଶ୍ୱର ପାସେଞ୍ଜର ସ୍ପେଶାଲ, ୦୮୪୨୩/ ୦୮୪୨୪ ପୁରୀ- ନୂଆଗାଁ ରୋଡ଼ -ପୁରୀ ପାସେଞ୍ଜର ସ୍ପେଶାଲ ଏବଂ ୦୮୫୫୫/୦୮୫୫୬ ଭଦ୍ରକ- ନୟାଗଡ଼ ଟାଉନ- ଭଦ୍ରକ ମେମୁ ଟ୍ରେନ " ଗୁଡିକର ଦଶପଲ୍ଲା ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯିବ ।

ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ଜାନୁଆରୀ ୬ ଅପରାହ୍ଣରେ କଣ୍ଟିଲୋ ଠାରେ ଡାକ ବିଭାଗର କାର୍ଯ୍ୟକ୍ରମରେ ଯୋଗଦେବେ । ସେହିପରି " ଜାନୁଆରୀ ୭ ତାରିଖ ଦିନ ଶ୍ରୀ ବୈଷ୍ଣବ ଚା ଆଠଗଡ଼, ବଡମ୍ବା ଓ ନରସିଂହପୁର ଅଞ୍ଚଳରେ କିଛି ସ୍ଥାନୀୟ କାର୍ଯ୍ୟକ୍ରମରେ ଯୋଗଦେବା ର ମଧ୍ୟ କାର୍ଯ୍ୟକ୍ରମ ରହିଛି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+