ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ୱର: ଆଜି ଭିଜୁଛି ଓଡ଼ିଶା । ଆଜି ସକାଳୁ ମଧ୍ୟ ସହରର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଶୀତ ସାଙ୍ଗକୁ ବର୍ଷା ଯୋଗୁ ଦୁଇ ଦିନ ହେବ ରାଜ୍ୟରେ କୋହଲା ପାଗ ଦେଖିବାକୁ ମିଳିଥିଲା । ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗର ଅଂଚଳରେ ସକ୍ରିୟ ଗୁରୁଚାପ ବଳୟ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତର ଓଡ଼ିଶାରେ କୋହଲ ପାଗ ଲାଗି ରହିଛି । ବର୍ଷା ସାଙ୍ଗକୁ ରାଜ୍ୟରେ କୋହଲା ପାଗ ଏବେ ଜାରି ରହିଛି । ଯାହା ଦ୍ଵାରା ଏବେ ସାଧାରଣ ଲୋକ ଯାତାୟତରେ ଅସୁବିଧା ସମ୍ମୁଖୀନ ହୋଇଛନ୍ତି ।

Rain

ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଏଭଳି ପରିସ୍ଥିତି ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି । ଶନିବାର ଏବଂ ରବିବାର ସକାଳୁ ସମ୍ବଲପୁର ସମେତ କିଛି ଅଞ୍ଚଳରେ ସାମନ୍ୟଠାରୁ ଅଧିକ ବର୍ଷା ହୋଇଥିବା ସୂଚନା ମିଳିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+