ରାଜ୍ୟରେ ଆହୁରି ୩ଦିନ ବର୍ଷିବ, ଆଜି ୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ଆହୁରି ୩ଦିନ ବର୍ଷିବ । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆଜି ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ନେଇ ୫ଜିଲ୍ଲା ଗଞ୍ଜାମ, ଗଜପତି, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Rain likely for 3 more days in the state

ଏହା ବ୍ୟତିତ ବର୍ଷା ନେଇ ଅନ୍ୟ ୨୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୧୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ନେଇ ଚେତାବନୀ ଦିଆଯାଇଛି । ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । କିଛି ଜିଲ୍ଲାରେ ପ୍ରବଳ ବର୍ଷା ଏବଂ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଆଶଙ୍କା କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+