ଆଗାମୀ ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା,ସତର୍କ କରାଇଲା ପାଣିପାଗ ବିଭାଗ
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସ୍ପଷ୍ଟ ଚିହ୍ନିତ ହୋଇଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ । ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ମାଲକାନଗିରି, କୋରାପୁଟ, ରାୟଗଡ଼ା,ନବରଙ୍ଗପୁର,କଳାହାଣ୍ଡି,ନୂଆପଡ଼ା,ଗଞ୍ଜାମ,ଗଜପତି ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ହୋଇପାରେ । ଆସନ୍ତାକାଲି ପାଇଁ ଉପକୂଳ ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ଆଶଙ୍କା ଅଛି ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications