ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା, ମୌସୁମୀ ଅଗ୍ରସର ପାଇଁ ପାଗ....

ତୁହାକୁ ତୁହା ଭିଜିବ ଓଡ଼ିଶା । ଆଜିଠୁ ବଢିବ ମୌସୁମୀ ଜନିତ ବର୍ଷାର ପରିମାଣ । ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ରହିଛି । ତେବେ ୧୮ ତାରିଖ ବେଳକୁ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ମସୁମୀକୁ ସକ୍ରିୟ କରିବାରେ ସହାୟତା କରିବ । ଫଳରେ ବର୍ଷାରୁ ନିସ୍ତାର ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

rain

୨୦ ତାରିଖ ଯାଏ ରାଜ୍ୟରେ ମେଘୁଆ ପାଗ ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ଆଜି ମଧ୍ୟ ନବରଙ୍ଗପୁର,କନ୍ଧମାଳ, କଳାହାଣ୍ତି, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ଫଳରେ ତାପାମାତ୍ର ଦୁଇରୁ ତିନି ଡିଗ୍ରୀ କମିବ ବୋଲି କହିଛି ପାଣିପାଗ କେନ୍ଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+