ଆଜିଠୁ କମିବ ବର୍ଷା; ଦୁର୍ବଳ ହେଲା ଲଘୁଚାପ, ବଢିବ ଶୀତ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି । ଆଜି ଅପରାହ୍ନ ବେଳକୁ ଏହା ଆହୁରି ଦୁର୍ବଳ ହେବ। ଫଳରେ ବର୍ଷାର ପ୍ରଭାବ କମିବ । ଲଗାତର ଅଦିନିଆ ବର୍ଷାରେ ବେହାଲ ହୋଇଛି ଓଡ଼ିଶା । ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା ଯାଏଁ ସବୁଠି ବର୍ଷା ଲାଗି ରହିଛି । ଆଜି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି ।

Rain

ହେଲେ ଆସନ୍ତାକାଲି ସଂଧ୍ୟା କିମ୍ବା ୨୮ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଯାଜପୁର, ସୋନପୁର, ବଲାଙ୍ଗୀର, ସମ୍ବଲପୁର, ବରଗଡ଼ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏପରିକି କିଛି ସ୍ଥାନରେ ଘଡ଼ଘଡ଼ି ବର୍ଷା ହୋଇପାରେ। ଏହା ସହ ଅନେକ ସ୍ଥାନରେ ପାଗ ମେଘୁଆ ରହିପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+