କାଲିଠୁ ରାଜ୍ୟରେ ବର୍ଷା ଆରମ୍ଭ ! ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ୨୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ସତର୍କ କଲା ପାଣିପାଗ ବିଭାଗ । ଆଗାମୀ ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପ୍ରବଳ ବର୍ଷା ସାଙ୍ଗକୁ ଘଣ୍ଟାକୁ ୪୦ କି.ମି ବେଗରେ ପବନ ବହିବା ନେଇ ସତର୍କ କରିଛି ପାଣିପାଗ ବିଭାଗ ।












Click it and Unblock the Notifications