ଜନସାଧାରଣ ପାଇଁ ଜାନୁଆରୀ ୧୩ ରୁ ଖୋଲିବ ରାଜଭବନ ଉଦ୍ୟାନ

ସମସ୍ତଙ୍କ ପାଇଁ ଖୁସି ଖବର। ଖୁବଶୀଘ୍ର ଜନସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ । ଜାନୁଆରୀ ୧୩ରୁ ୨୨ ଯାଏଁ ଏହା ସାଧାରଣ ଜନତାଙ୍କ ପାଇଁ ଖୋଲିବ। ଏହି ସୁନ୍ଦର ପରିବେଶ ତଥଶ ଏଠିକାର ସୁନ୍ଦର ମନୋରମ ଦୃଶ୍ୟକୁ ମନ ଭରି ଉପଭୋଗ କରିବାକୁ ଜନସାଧାରଣଙ୍କୁ ମିଳିବ ସୁଯୋଗ।

Raj Bhavan Garden

କିନ୍ତୁ ଏଥର ନିୟମ ଟିକେ ଅଲଗା ହୋଇଛି । କାରଣ କେବଳ ମୋବାଇଲ୍‌ ଆପ୍‌ ପଞ୍ଜିକରଣ ମାଧ୍ୟମରେ ସର୍ବସାଧାରଣଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯିବ । ରାଜଭବନ ଉଦ୍ୟାନ ପରିଦର୍ଶନ ପାଇଁ କୌଣସି ପ୍ରବେଶ ଶୁଳ୍କ ଦେବାକୁ ପଡ଼ିବ ନାହିଁ । ଏଥିନିମନ୍ତେ ପ୍ଲେ ଷ୍ଟୋର କିମ୍ବା ଆପ୍ସ ଷ୍ଟୋରରୁ ଉଦ୍ୟାନ ପରିଦର୍ଶନ, ରାଜଭବନ, ଓଡ଼ିଶାର ମୋବାଇଲ୍‌ ଆପ୍‌ ଡାଉନ୍‌ଲୋଡ଼ କରିବାକୁ ପଡ଼ିବ । ଓଡ଼ିଶାର ରାଜଭବନ ୱେବ୍‌ସାଇଟରେ ଉପଲବ୍ଧ ଥିବା କ୍ୟୁ-ଆର୍‌ କୋଡ଼ ମାଧ୍ୟମରେ ମୋବାଇଲ୍‌ ଆପ୍‌ ମଧ୍ୟ ଡାଉନ୍‌ଲୋଡ କରାଯାଇପାରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+