ବଦଳିଲା ରାଜ ଭବନ ନାଁ, ହେଲା ଲୋକ ଭବନ
ବଦଳିଲା ରାଜ ଭବନ ନାଁ, ହେଲା ଲୋକ ଭବନ, କେନ୍ଦ୍ର ଗୃହ ମନ୍ତ୍ରାଳୟ ନିଷ୍ପତ୍ତି ଆଧାରରେ ବିଜ୍ଞପ୍ତି ପ୍ରକାଶ । କେନ୍ଦ୍ର ସରକାର ଏହାର ନାଁ ବଦଳାଇ ଲୋକଭବନ କରିଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିଷ୍ପତ୍ତି ଆଧାରରେ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ବିଜ୍ଞପ୍ତି ଅନୁସାରେ ଭୁବନେଶ୍ଵର ଏବଂ ପୁରୀ ରାଜଭବନର ନାଁକୁ ପରିବର୍ତ୍ତନ କରାଯାଇ ଲୋକଭବନ କରାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ସରକାର ରାଜ୍ୟ ସଚିବାଳୟ ନାଁ ବଦଳାଇ ଲୋକସେବା ଭବନ କରିଥିଲେ।












Click it and Unblock the Notifications