ରାଜା ଚକ୍ରଙ୍କୁ ମିଳିଲା ଜାମିନ

ରାଜା ଚକ୍ରଙ୍କୁ ମିଳିଲା ଜାମିନ। କେନ୍ଦୁଝର କୋର୍ଟରେ ଚାଲିଥିବା ମାମଲାରେ ୧୫ ଦିନ ପାଇଁ ସର୍ତ୍ତମୁଳକ ଜାମିନ ପ୍ରଦାନ କଲେ ଜିଲ୍ଲା ଦୌରାଜଜ୍ । ଶଶୁରଙ୍କ ମୃତ୍ୟୁ ପରେ ତାଙ୍କର କ୍ରିୟାକର୍ମରେ ଯୋଗ ଦେବାପାଇଁ ଜାମିନ ମଞ୍ଜୁର । କୌଣସି ସାକ୍ଷୀଙ୍କୁ ପ୍ରଭାବିତ ନକରିବା ଏବଂ ଜାମିନ ଅବଧି ପରେ କୋର୍ଟରେ ହାଜର ହେବା ସର୍ତ୍ତ ।

Raja Chakra

ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତିର ମୁଖ୍ୟ କାର୍ପଟଦାର ରାଜା ଚକ୍ର । ରାଜା ଜେଲ୍ ଯିବା ପରେ ରାଜାଙ୍କ ବିରୋଧରେ ଖଣି ଅଞ୍ଚଳର ଲୋକେ ସ୍ବର ଉତ୍ତୋଳନ କରିବା ଆରମ୍ଭ କରିଛନ୍ତି । ରାଜା ଚକ୍ର ଯେଉଁମାନଙ୍କ ଛତ୍ରଛାୟା ତଳେ କାମ କରୁଥିଲେ, ଯାହା ନିର୍ଦ୍ଦେଶରେ କାମ କରୁଥିଲେ , ସେମାନେ ସମସ୍ତେ ଆଗାମୀ ଦିନରେ ତଦନ୍ତ ପରିସରଭୁକ୍ତ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+