ପୁରୀ ଶ୍ରୀନଅରରେ ପୁଷ୍ୟାଭିଷେକ ନୀତି: ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ରାଜାଭିଷେକ ନୀତି ସମ୍ପନ୍ନ

ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ରାଜାଭିଷେକ ନୀତି ସମ୍ପନ୍ନ ହୋଇଛି । ପୁଷ୍ୟା ନକ୍ଷତ୍ର ତିଥିରେ ଶ୍ରୀନଅର ପରିସରରେ ହେଲା ରାଜାଭିଷେକ । ଇଷ୍ଟଦେବୀ କନକଦୁର୍ଗାଙ୍କ ପାଖରେ ପୂଜା ବିଧି ପରେ ନୀତି ସଂପନ୍ନ ହୋଇଛି । ପରମ୍ପରାନୁସାରେ ଗଜପତିଙ୍କୁ ଷୋହଳ ଶାସନ ବ୍ରାହ୍ମଣଙ୍କ ଆଶୀର୍ବାଦ ପ୍ରଦାନ ।

ତ୍ରେତୟା ଯୁଗରେ ପ୍ରଭୁ ରାମଚନ୍ଦ୍ର ପୁଷ୍ୟା ନକ୍ଷତ୍ରରେ ଅଯୋଧ୍ୟାରେ ରାଜଗାଦି ଆରୋହଣ କରିଥିଲେ । ଏହି ସମୟରେ ପରମ୍ପରା ଅନୁସାରେ, ପ୍ରଥମେ ଗଜପତି ମହାରାଜଙ୍କ ରାଜାଭିଷେକ କରାଯାଇଥାଏ। ଗଜପତିଙ୍କୁ ପଇତାଲାଗି କରିବା ପରେ ଷୋଳ ଶାସନର ପ୍ରତିନିଧି ମନ୍ତ୍ର ପାଠ କରି ମହାରାଜଙ୍କ ପୁଷ୍ୟାଭିଷେକ କରିଥିଲେ। ନଡିଆ, ଗୁଆ, ତାମ୍ର ପଇତା ଭେଟିଦେଇଥିଲେ ।

rajabhisheka of puri gajapati

ଏଥିରେ ଷୋଳଶାସନର ବ୍ରାହ୍ମଣମାନଙ୍କୁ ମଧ୍ୟ ମହାରାଜଙ୍କ ପକ୍ଷରୁ ମହାପ୍ରସାଦ ଭେଟି ଦିଆଯିବାର ବିଧି ରହିଛି । ପୁଷ୍ୟାଭିଷେକରେ ଷୋଳଶାସନ ବ୍ରାହ୍ମଣ, ବିଭିନ୍ନ ମଠାର ମଠାଧୀଶ ଓ ସାଧୁସନ୍ଥଙ୍କ ସମାଗମ ହୋଇଥିଲା । ପରଂପରା ଅନୁସାରେ ଷୋହଳ ଶାସନର ବ୍ରାହ୍ମଣ ଓ ୩୨ କରବାଡ ପ୍ରତିନିଧି ଗଜପତିଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+