ରାଜକିଶୋର ପାଢ଼ୀ ପାଇବେ ବାଲ୍ ସାହିତ୍ୟ ପୁରସ୍କାର
କେନ୍ଦ୍ର ସାହିତ୍ୟ ଏକାଡେମୀର ବାଲ୍ ସାହିତ୍ୟ ଓ ଯୁବ ପୁରସ୍କାର ଘୋଷିତ ହୋଇଛି । ରାଜକିଶୋର ପାଢ଼ୀ ପାଇବେ ଚଳିତ ବର୍ଷର ବାଲ୍ ସାହିତ୍ୟ ପୁରସ୍କାର । କେତେ ଫୁଲ ଫୁଟିଛି' ପୁସ୍ତକ ପାଇଁ ପୁରସ୍କୃତ ହେବେ ରାଜକିଶୋର ପାଢ଼ୀ । ସୁବ୍ରତ ସେନାପତି ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର । କଦମ୍ବ ବନ' ପୁସ୍ତକ ପାଇଁ ପୁରସ୍କୃତ ହେବେ ସୁବ୍ରତ ସେନାପତି ।













Click it and Unblock the Notifications