ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଦାୟିତ୍ବ
ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଦାୟିତ୍ବ । କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ଓଡ଼ିଶା ଗସ୍ତ କରିବାକୁ ନିର୍ଦ୍ଦେଶ । ବିଜେପି ବିଧାୟକ ଦଳ ବୈଠକରେ ଦୁଇ କେନ୍ଦ୍ର ମନ୍ତ୍ରୀ ଯୋଗ ଦେବେ । କିଏ ହେବେ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ତର୍ଜମା କରିବେ ।

ଦେଶରେ ଦ୍ୱିତୀୟ ଥର ପାଇଁ ଇତିହାସ ରଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜବାହରଲାଲ ନେହରୁଙ୍କ ପରେ ନରେନ୍ଦ୍ର ମୋଦୀ କ୍ରମାଗତ ଭାବେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଛନ୍ତି । ଆଜି ଆୟୋଜିତ ହୋଇଥିବା ଶପଥ ଗ୍ରହଣ ଉତ୍ସବରେ ମୋଟ ୩୪ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି ।
ବିଜେପି ବ୍ୟତୀତ ଏନଡିଏର ସହଯୋଗୀଦଳମାନେ ୩୪ ମନ୍ତ୍ରୀ ମଧ୍ୟରୁ ୧୨ ଟି ମନ୍ତ୍ରୀପଦ ହାତେଇଛନ୍ତି । ତେବେ ଚାଲନ୍ତୁ ଜାଣିବା ଏନଡିଏ କେଉଁ ସହଯୋଗୀ ଦଳଙ୍କୁ କେତୋଟି ଲେଖାଏଁ ମନ୍ତ୍ରୀପଦ ମିଳିଛି ।
ଏନଡିଏର ମୁଖ୍ୟ ସହଯୋଗୀ ଦଳ ଟିଡିପିକୁ ୨ ଟି କ୍ୟାବିନେଟ୍ ମନ୍ତ୍ରୀ ମିଳିଥିବା ବେଳେ ଅନ୍ୟ ମୁଖ୍ୟ ସହଯୋଗୀ ଦଳ ଜେଡିୟୁକୁ ମଧ୍ୟ ଦୁଇଟି କ୍ୟାବିନେଟ ମନ୍ତ୍ରୀପଦ ମିଳିଛି ।
ସେହଭଳି ଝାଡଖଣ୍ଡର ଏଜେଏସୟୁକୁ ଗୋଟିଏ, ଭିଆଇପି ଗୋଟିଏ, ହିନ୍ଦୁସ୍ତାନ ଆୱାମ ମୋର୍ଚ୍ଚାକୁ ଗୋଟିଏ, ଏଲଜେପି(ରାମ ବିଳାଶ) ଗୋଟିଏ, ଆପନା ଦଳ (ସୋନେୟାଲାଲ) କୁ ଗୋଟିଏ, ରାଷ୍ଟ୍ରୀୟ ଲୋକଦଳକୁ ଗୋଟିଏ ଓ ଆରପିଆଇକୁ ଗୋଟିଏ ଆସନ ମିଳିଛି
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications