ରାଜ୍ୟସଭା ନିର୍ବାଚନ; ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି, ଜାଣନ୍ତୁ ଓଡ଼ିଶା ପାଇଁ କାହାକୁ ମିଳିଲା ଦାୟିତ୍ୱ
ରାଜ୍ୟସଭା ନିର୍ବାଚନ ପାଇଁ ୩ ରାଜ୍ୟରେ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି । ଓଡ଼ିଶା, ବିହାର ଓ ହରିୟାଣା ପାଇଁ ବିଜେପିର ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି ଦଳ ।ମହାରାଷ୍ଟ୍ର ସରକାରର ମନ୍ତ୍ରୀ ଚନ୍ଦ୍ରଶେଖର ବାବନକୁଳେ ଓଡ଼ିଶା ପର୍ଯ୍ୟବେକ୍ଷକ ଭାବରେ ମିଳିଛି ଦାୟିତ୍ବ । ଗୁଜରାଟ ଉପମୁଖ୍ୟମନ୍ତ୍ରୀ ହର୍ଷ ସାଙ୍ଗଭୀଙ୍କୁ ହରିୟାଣା ପର୍ଯ୍ୟବେକ୍ଷକ ଦାୟିତ୍ବ। ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ଓ କେନ୍ଦ୍ରମନ୍ତ୍ରୀ ହର୍ଷ ମଲହୋତ୍ରାଙ୍କୁ ବିହାର ଦାୟିତ୍ବ ମିଳିଛି ।













Click it and Unblock the Notifications