ରାଜ୍ୟସଭା ନିର୍ବାଚନ: କାଲି ବିଜେପିର ନାଁ ଘୋଷଣା
ରାଜ୍ୟସଭା ଉପନିର୍ବାଚନ ।୯ରେ ବିଜେପିର ନାମାଙ୍କନ ଘୋଷଣା ହେବ । ଆସନ୍ତାକାଲି ଗଳ ପକ୍ଷରୁ ହୋଇପାରେ ପ୍ରାର୍ଥୀଙ୍କ ନାଁ ଘୋଷଣା । ସୁଜିତ କୁମାରଙ୍କ ନାଁରେ ମୋହର ମାରିପାରେ ଦଳ । ମମତାଙ୍କ ଫର୍ମୁଲାରେ ସୁଜିତ ଯାଇପାରନ୍ତି ରାଜ୍ୟସଭା ।
ରାଜ୍ୟସଭା ରେସରେ ନାହାନ୍ତି ବୋଲି ସ୍ପଷ୍ଟ ଭାବେ ଆଜି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି। ସେ ଆହୁରି କହିଛନ୍ତି ଯେ ଏଭଳି ଅଯଥା ଚର୍ଚ୍ଚାର କୌଣସି ମୂଲ୍ୟ ନାହିଁ। ସେ ରାଜ୍ୟସଭା ରେସରେ ନାହାନ୍ତି ବୋଲି ସ୍ପଷ୍ଟ ଭାବେ ଆଜି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି। ସେ ଆହୁରି କହିଛନ୍ତି ଯେ ଏଭଳି ଅଯଥା ଚର୍ଚ୍ଚାର କୌଣସି ମୂଲ୍ୟ ନାହିଁ।
ଉଲ୍ଲେଖଯୋଗ୍ୟ, ରାଜ୍ୟସଭା ସାଂସଦ ସୁଜିତ କୁମାର ଇସ୍ତଫା ଦେବାପରେ ଖାଲି ପଡ଼ିଥିବା ରାଜ୍ୟସଭା ପଦ ପାଇଁ ଆସନ୍ତା ଡିସେମ୍ବର ୧୦ ତାରିଖରେ ଏହି ଉପନିର୍ବାଚନ ହେବ। ଆଗରୁ ନିର୍ବାଚନ କମିସନ ଏହାର ଘୋଷଣା କରିଥିଲେ। ଶ୍ରୀ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ଏଥିଲାଗି ରାଜ୍ୟସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ତାପରେ ସେ ପଦ୍ମ ଧରିଥିଲେ।

ରାଜ୍ୟସଭା ଉପନିର୍ବାଚନ ବିଜ୍ଞପ୍ତି ଅନୁଯାୟୀ ଡିସେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ। ୧୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ଡିସେମ୍ବର ୧୩ ତାରିଖ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନିଜର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ। ୨୦ ତାରିଖ ସକାଳ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ଅପରାହ୍ଣ ୫ଟାରେ ଭୋଟଗଣିତ ହେବ।
-
ବାବା ଭେଙ୍ଗାଙ୍କ ତୃତୀୟ ବିଶ୍ୱଯୁଦ୍ଧ ବିଷୟରେ ଭବିଷ୍ୟବାଣୀ, ସୋସିଆଲ ମିଡ଼ିଆରେ ଆତଙ୍କ -
ଟାଇଁ ଟାଇଁ ଖରା, ୩୯ ଡିଗ୍ରୀ ଛୁଇଁପାରେ ପାରଦ -
ଇରାନର ଡ୍ରୋନ୍ ଶକ୍ତି ଦେଖି ଆମେରିକା ଆଶ୍ଚର୍ଯ୍ୟ -
ଚନ୍ଦ୍ରଗ୍ରହଣ:ଜାଣନ୍ତୁ କିପରି କରିବେ ପାଳନ ? କ'ଣ ଖାଇବେ, କ'ଣ ପିଇବେ ? -
ମଧ୍ୟପାଚ୍ୟରେ ମହାଯୁଦ୍ଧ;ଫ୍ରାନ୍ସ ରାଷ୍ଟ୍ରପତିଙ୍କ ବଡ଼ ଘୋଷଣା, ୩୦୦ ପରମାଣୁ ବୋମାରେ ସନ୍ତୁଷ୍ଟ ନୁହେଁ,ନିଜର ବୃଦ୍ଧି କରିବ -
ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଇଂଲଣ୍ଡର ବଡ଼ ନିଷ୍ପତ୍ତି, ବାତିଲ କଲା ଗସ୍ତ -
ମସ୍ତଙ୍କ ହୃଦୟ ଜିତୁଛନ୍ତି ବିଜୟ-ରଶ୍ମିକା, ଏବେ ୪୪ଟି ସରକାରୀ ସ୍କୁଲ ପାଇଁ... -
୪୪ଟି ସରକାରୀ ସ୍କୁଲ ପାଇଁ ଏକ ବଡ଼ ଘୋଷଣା କଲେ ନବବିବାହିତ ଦମ୍ପତି ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା -
ଆମେରିକୀୟଙ୍କୁ ୧୪ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଜାରି -
ଷ୍ଟ୍ରେଟ୍ ଅଫ ହରମୁଜକୁ ବନ୍ଦ କଲା ଇରାନ, କୌଣସି ବି ଜାହାଜ ଅତିକ୍ରମ କଲେ ଧ୍ବଂସ କରିବାକୁ ଚେତାବନୀ -
ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସଅଳ ନୀତିକାନ୍ତି, ରାତିରେ ମହାପ୍ରଭୁଙ୍କ ସୁନାବେଶ -
ଦିଲ୍ଲୀପଙ୍କୁ ସମର୍ଥନ ଦେବ ବିଜେପି












Click it and Unblock the Notifications