ରାଜ୍ୟସଭା ନାମାଙ୍କନ: ବିଧାନସଭାରେ ଆଜି ନାମାଙ୍କନ ଭରିବେ ସୁଜିତ କୁମାର
ରାଜ୍ୟସଭା ପାଇଁ ନାମାଙ୍କନ ଭରିବେ ସୁଜିତ କୁମାର । ବିଧାନସଭାରେ ଆଜି ନାମାଙ୍କନ ଭରିବେ ସୁଜିତ କୁମାର। ସେପ୍ଟେମ୍ବର ୬ରେ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଥିଲେ।
ସାଂସଦ ପଦରୁ ଇସ୍ତଫା ଦେଇଥିଲେ। ତାଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରିଥିଲେ ଉପରାଷ୍ଟ୍ରପତି ଜଗଦୀପ ଧନକଡ। ଏହାର କିଛି ସମୟ ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଥିଲେ। ଏବଂ ଇସ୍ତଫା ଦେବାର ଘଣ୍ଟାଏ ପରେ ବିଜେପିରେ ସାମିଲ ହୋଇଥିଲେ।













Click it and Unblock the Notifications