Get Updates
Get notified of breaking news, exclusive insights, and must-see stories!

ଦୀଘା ମନ୍ଦିର ବିବାଦ:ବରିଷ୍ଠ ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ,ନିଲମ୍ବନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଦିଘା ଜଗନ୍ନାଥ ମନ୍ଦିର ବିବାଦରେ ଜଡ଼ିତ ହୋଇ ପଡ଼ିଥିବା ବରିଷ୍ଠ ଦଇତାପତି ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ ହୋଇଛନ୍ତି । ବଳକା ଦାରୁରେ ଦିଘା ମନ୍ଦିର ଜଗନ୍ନାଥ ବିଗ୍ରହ ନିର୍ମାଣ ନେଇ ଦ୍ବନ୍ଦ୍ବାତ୍ମକ ଏବଂ ବିବାଦୀୟ ବୟାନ ଦେଇ ଥିବା ରାମକୃଷ୍ଣଙ୍କୁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ କୈଫିୟତ ମଗା ଯାଇଥିଲା । ଆଜି ତାଙ୍କୁ ୩୦ ଦିନ ପାଇଁ ନିଲମ୍ବିତ କରାଯାଇଥିବା ସୂଚନା ଦିଆଯାଇଛି ।

ramakrushna dasamahapatra suspended

ସେ ୩୦ ଦିନ ଯାଏ ଶ୍ରୀମନ୍ଦିରରେ ପ୍ରବେଶ କରି ପାରିବେ ନାହିଁ କିମ୍ବା କୌଣସି ସେବାରେ ନିୟୋଜିତ ହେବେ ନାହିଁ । ଶ୍ରୀମନ୍ଦିର ମର୍ଯ୍ୟାଦା କ୍ଷୂଣ୍ଣ କରିଥିବା ଅଭିଯୋଗରେ ତାଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିଲମ୍ବିତ କରିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+