Get Updates
Get notified of breaking news, exclusive insights, and must-see stories!

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ରେଞ୍ଜର

ଗିରଫ ହେଲେ ଜଗତସିଂହପୁର ରାହାମା ଫରେଷ୍ଟ ରେଞ୍ଜର। ରାହାମା ଫରେଷ୍ଟ ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କୁ ଗିରଫ କରାଯାଇଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ରେଞ୍ଜରଙ୍କର ୨ଟି କୋଠା ସହ ୫ଟି ମୂଲ୍ୟବାନ ପ୍ଲଟ ଠାବ ହୋଇଛି । ୨୫୦ ଗ୍ରାମ୍ ସୁନା ସହ ନଗଦ ୩.୬୯ ଲକ୍ଷ ଟଙ୍କା ଜବତ । ରେଞ୍ଜରଙ୍କର ୮୦.୬୮ ଲକ୍ଷ ଟଙ୍କାର ଡିପୋଜିଟ୍ ମଧ୍ୟ ଠାବ ।

arrested
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+