Get Updates
Get notified of breaking news, exclusive insights, and must-see stories!

ଆଜି ରସଗୋଲା ଦିବସ, ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିବେ ମହାପ୍ରଭୁ

ଭୁବନେଶ୍ୱର: ଆଜି ରସଗୋଲା ଦିବସ । ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ତିଥିରେ ପ୍ରତିବର୍ଷ ରସଗୋଲା ଦିବସ ପାଳିତ ହୋଇ ଆସୁଛି । ଶ୍ରାଜଗନ୍ନାଥ ସଂସ୍କୃତିରେ ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ଅବସରରେ କାହିଁ କେତେ କାଳରୁ ରସଗୋଲା ଭୋଗ ଲାଗି ହୋଇଆସୁଛି ଯେଉଁଥି ପାଇଁ ଆଜିର ଦିନରେ ପାଳନ କରାଯାଏ ବିଶ୍ୱ ରସଗୋଲା ଦିବସ ।

rasagola dibasa

ବିଶ୍ୱାସ ରହିଛି ବଡ଼ଭାଇ ଶ୍ରୀବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଥିରେ ନେଇ ରଥାଯାତ୍ରାରେ ମା'ଲକ୍ଷ୍ମୀଙ୍କୁ ନଇଥିବାରୁ ବଡଠାକୁରଙ୍କ ଉପରେ ଅଭିମାନ କରିଥାନ୍ତି ମା'ଲକ୍ଷ୍ମୀ । ବଡ଼ଭାଇ ଶ୍ରୀବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ମନ୍ଦିର ଭିତରକୁ ବାରଣ ନାହିଁ । ହେଲେ କାଳିଆସାଆନ୍ତଙ୍କ ପାଇଁ ବାଟ ବନ୍ଦ କରିଦେଇଥାନ୍ତି ମା'ଲକ୍ଷ୍ମୀ ଠାକୁରାଣୀ । ଶେଷରେ ଶ୍ରୀଜଗନ୍ନାଥ ରସଗୋଲା ଦେଇ ଲକ୍ଷ୍ମୀ ଠାକୁରାଣୀଙ୍କ ମନ ଜିଣିଲା ପରେ ମନ୍ଦିର ଭିତରକୁ ପ୍ରବେଶ ମିଳିବଥାଏ ।
ତେବେ ରସଗୋଲାକୁ ନେଇ ଓଡି଼ଶା ଓ ପଶ୍ଚିମବଙ୍ଗ ମଧ୍ୟରେ ବିବାଦ ଲାଗିଥିଲା । ହେଲେ ଓଡ଼ିଶାରେ ଦ୍ୱାଦଶ ଶତାବ୍ଦୀରୁ ଶ୍ରୀମନ୍ଦିରରେ ରସଗୋଲା ଭୋଗ ଲାଗି ହୋଇଆସୁଛି । 2016 ଜୁଲାଇ 17ରୁ ରସଗୋଲା ଦିବସ ପାଳନ କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+