Get Updates
Get notified of breaking news, exclusive insights, and must-see stories!

କଡ଼ା ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ଏଆଇ ନଜରରେ ରହିଛି ପୁରୀ

ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା । କଡ଼ା ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର । ଏଆଇ ନଜରରେ ରହିଛି ପୁରୀ । ବିଭିନ୍ନ ସ୍ଥାନରେ ଲାଗିଛି ୨୭୫ ଏଆଇ କ୍ୟାମେରା । ସିସିଟିଭି ନଜରରେ ଉତ୍ତରା ଛକରୁ ପୁରୀ । ପୁରୀ-କୋଣାର୍କ ରୋଡରେ କଡ଼ା ସୁରକ୍ଷା । ଅଘଟଣ ଏଡ଼ାଇବାକୁ ସଜାଗ ରହିଛି ପ୍ରଶାସନ । ନିୟୋଜିତ ଅଛନ୍ତି ବମ୍ ଡିସ୍ପୋଜାଲ୍ ସ୍କ୍ୱାଡ୍ । ସଜାଗ ଅଛନ୍ତି ଆଣ୍ଟିଟେରୋରିଷ୍ଟ ସ୍କ୍ୱାଡ୍ । ସ୍ପେଶାଲ ଟାକଟିକାଲ୍ ୟୁନିଟ ଭଳି ସୁରକ୍ଷା । ୨୦୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ । ୨୧ ଆଇପିଏସ, ୧୨ ଶହ ଅଫିସର ନିୟୋଜିତ ଅଛନ୍ତି । ଟ୍ରାଫିକ୍ ପରିଚାଳନାରେ ୫୦ ପ୍ଲାଟୁନ୍ ଫୋର୍ସ ଓ ପୁଲିସ ସହ ଘରୋଇ ସୁରକ୍ଷା ଟିମ୍ ନିୟୋଜିତ ଅଛନ୍ତି ।

rath yatar 2025 Shrine under tight security

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଦିନାତ୍ମକ ଯାତ୍ରା । ସିଂହଦ୍ୱାର ଚକଡ଼ାରେ ବିଜେ ଅଛନ୍ତି ୩ ରଥ । ନନ୍ଦିଘୋଷ, ଦର୍ପଦଳନ ଓ ତାଳଧ୍ୱଜ ରଥ ପ୍ରସ୍ତୁତ । ତିନି ରଥରେ ବିରାଜମାନ କରିବେ ଶ୍ରୀବିଗ୍ରହ । ଶ୍ରୀକ୍ଷେତ୍ରରେ ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ଼ । ମହାପ୍ରଭୁଙ୍କ ଅପେକ୍ଷାରେ ଶ୍ରଦ୍ଧାଳୁ । ବଡ଼ଦାଣ୍ଡରେ ଭକ୍ତିମୟ ପରିବେଶ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+