ଆଜି ବିଶ୍ୱପ୍ରସିଦ୍ଧ ରଥାଯାତ୍ରା:ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଜଗା ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତ ଭିଡ଼଼ । ରଥଯାତ୍ରା ପାଇଁ ସୁସଜ୍ୱିତ ହୋଇଛି ଶ୍ରୀମନ୍ଦିର । ଆଜି ରତ୍ନ ସିଂହାସନ ଛାଡି ରଥରେ ବିରାଜମାନ ହେବେ ତିନି ଠାକୁର ।

 ratha yatra 2023

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ୱିଟ୍ କରି ଲେଖିଛନ୍ତି, 'ପବିତ୍ର ରଥାଯାତ୍ରା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି । ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ' ।

ସୂଚନାଥାଉ ଯେ, ସାଢ଼େ ଗୋଟାଏରୁ ୨ଟା ଭିତରେ ଚିତା ଲାଗି, ସାଢ଼େ ୧ଟାରୁ ସାଢ଼େ ୨ଟା ଭିତରେ ବେଶ ଶେଷ ପରେ ସାଢ଼େ ୨ଟାରୁ ଛେରାପହଁରା ଆରମ୍ଭ ହେବ। ସାଢ଼େ ୩ଟା ସୁଦ୍ଧା ଛେରା ପହଁରା ଶେଷ ହେବ। ପରେ ଚାରମାଳ ଫିଟା, ଘୋଡ଼ା ଓ ସାରଥି ଲାଗି ୩ଟାରୁ ୪ଟା ଭିତରେ ଶେଷ ହେବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+