ଠେଲାପେଲାରେ ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ସ୍ପଷ୍ଟ କଲେ ଜିଲ୍ଲାପାଳ
ଠେଲାପେଲାରେ ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ସ୍ପଷ୍ଟ କଲେ ଜିଲ୍ଲାପାଳ । ପହୁଡ଼ ଖୋଲିବା ପରେ ହଠାତ ଭକ୍ତଙ୍କ ଭିଡ଼ ଦେଖାଦେଇଥିଲା । ଭିଡ଼ ପାଇଁ ପ୍ରାୟ ୯ ଜଣ ଅଣନିଶ୍ବାସୀ ହୋଇ ଯାଇଥିଲେ । ମେଡିକାଲ୍ ସୂଚନା ଅନୁସାରେ ୬ ଆହତ ହୋଇଛନ୍ତି, ଭଲ ଅଛନ୍ତି । କିପରି ଘଟିଲା ଅନୁଧ୍ୟାନ କରିବୁ, ଏବେ ଦର୍ଶନ ବ୍ୟବସ୍ଥା ଦେଖୁଛୁ ।













Click it and Unblock the Notifications