ଶରଧାବାଲିରେ ପହଞ୍ଚିଲା ତିନି ରଥ ; ହରିବୋଲ ,ହୁଳହୁଳିରେ ପ୍ରକମ୍ପିତ ଚତୁଃପାର୍ଶ୍ୱ
ଶରଧାବାଲିରେ ପହଞ୍ଚିଲା ତିନି ରଥ । ତାଳଧ୍ୱଜ , ଦର୍ପଦଳନ ଏବଂ ନନ୍ଦିଘୋଷ ରଥ ପହଞ୍ଚିଲା । ଦିନ ୧୧ଟା ୧୭ ରେ ପହଞ୍ଚିଲା ତାଳଧ୍ୱଜ ରଥ । ୧୨ଟା ୧୬ରେ ପହଞ୍ଚିଲା ଦର୍ପଦଳନ ରଥ । ୧ଟା ୮ମିନିଟ୍ରେ ପହଞ୍ଚିଲା କାଳିଆର ନନ୍ଦିଘୋଷ ରଥ । ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ । ଘଣ୍ଟ ,ହୁଳହୁଳି ,ହରିବୋଲରେ ପ୍ରକମ୍ପିତ ହେଲା ଚତୁଃପାର୍ଶ୍ୱ । ଶେଷରେ ଶରଧାବାଲିରେ ପହଞ୍ଚିଲେ ଭାଇ ଭଉଣୀ ତିନି ଜଣ ।

ଗତକାଲି ରଥଟଣାରେ ବିଳମ୍ବ ଯୋଗୁଁ ଅଧାରେ ଅଟକିଥିଲା ନନ୍ଦିଘୋଷ, ତାଳଧ୍ବଜ ଓ ଦର୍ପଦଳନ ରଥ । ଆଜି ସକାଳ ସାଢ଼େ ୯ଟାରେ ପୁଣି ରଥ ଟାଣିଥିଲେ ଲକ୍ଷାଧିକ ଶ୍ରଦ୍ଧାଳୁ । ସେପଟେ ସରକାରଙ୍କ ସମସ୍ତ ପ୍ରସ୍ତୁତି ପରେ ବି ରଥଟଣାରେ ହୋଇଥିବା ଅବ୍ୟବସ୍ଥା ଘଟଣା ଶ୍ରୀଜଗନ୍ନାଥ ପ୍ରେମୀଙ୍କୁ ଭୀଷଣ ଅସନ୍ତୁଷ୍ଟ କରିଥିଲା । ଝିପିଝିପି ବର୍ଷା ସତ୍ତ୍ବେ ବି ସାରାରାତି ତିନି ଠାକୁରଙ୍କୁ ଦର୍ଶନ କରିଥିଲେ ଶ୍ରଦ୍ଧାଳୁ ।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications