ରଥଯାତ୍ରା, ୬ ମାସ ପୂର୍ବରୁ ସବୁ ବିଭାଗକୁ ପ୍ରସ୍ତୁତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ରଥଯାତ୍ରା ୨୦୨୬କୁ ନେଇ ମୁଖ୍ୟ ଶାସନ ସଚିବଙ୍କ ପ୍ରସ୍ତୁତି ବୈଠକ ଅନୁଷ୍ଟିତ ହୋଇଯାଇଛି । ୬ମାସ ପୂର୍ବରୁ ସବୁ ବିଭାଗକୁ ପ୍ରସ୍ତୁତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଣିକି ପ୍ରତି ମାସ ସମୀକ୍ଷା ହେବ ରଥ ଯାତ୍ରା ପ୍ରସ୍ତୁତି । ବିଗତ ଦିନରେ ହୋଇଥିବା ତ୍ରୁଟିକୁ ଚିହ୍ନଟ ସହ କେମିତି ସୁଧାରି ହେବ ଏବଂ ଆଉ କଣ ଆବଶ୍ୟକୀୟ ପଦକ୍ଷେପ ହାତକୁ ନିଆଯିବ ସେନେଇ ରିପୋର୍ଟରେ ଉଲ୍ଲେଖ କରିବାକୁ ସବୁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ୱାସ୍ଥ୍ୟ, ପିଇବା ପାଣି,କ୍ୱାଲିଟି ମନିଟର, ସ୍ୱଛତାକୁ ଗୁରୁତ୍ୱ ଦିଆଯାଇଛି । ସେହିପରି ଭିଡ଼ ପରିଚାଳନା, ଟ୍ରାଫିକ ସମସ୍ୟା ନେଇ ମଧ୍ୟ ଆଲୋଚନା ହୋଇଛି । ବୈଠକରେ ପୋଲିସ ଡିଜି, ଅଗ୍ନିଶମ ବିଭାଗ ଦିଜିଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଏକାଧିକ ବିଭାଗର ସଚିବ ଉପସ୍ଥିତ ଥିଲେ ।

Rath Yatra
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+