Get Updates
Get notified of breaking news, exclusive insights, and must-see stories!

ବଡଦାଣ୍ଡରେ ନବୀନ, ଟାଣିଲେ ନନ୍ଦିଘୋଷ ରଥ

ରଥଯାତ୍ରା ଅବସରରେ ପୁରୀ ବଡଦାଣ୍ଡରେ ଭକ୍ତଙ୍କ ଗହଳିରେ ରଥ ଟାଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନନ୍ଦିଘୋଷ ରଥ ଟାଣିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ପୁରୀ: ରଥଯାତ୍ରା ଅବସରରେ ପୁରୀ ବଡଦାଣ୍ଡରେ ଭକ୍ତଙ୍କ ଗହଳିରେ ରଥ ଟାଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନନ୍ଦିଘୋଷ ରଥ ଟାଣିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Ratha Yatra 2022

ଆଜି ପୁରୀ ଗସ୍ତରେ ଯାଇ ପ୍ରଥମେ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପଟେ ନିର୍ମିତ ମଡେଲ ପ୍ୟାଚ୍ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ । ଦକ୍ଷିଣ ଦ୍ୱାର ନିକଟରେ ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବରିଷ୍ଠ ଅଧିକାରୀଙ୍କ ସହ ଏହି ନିର୍ମାଣ କାମକୁ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ପୂର୍ଣ୍ଣ ଉତ୍କଳୀୟ ଢାଞ୍ଚାରେ ଖଣ୍ଡୋଲାଇଟ୍ ପଥରରେ କାମ ହୋଇଛି । ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଉଥିବା ଏହି ସ୍ଥାନ ସମସ୍ତଙ୍କୁ ବିମୋହିତ କରୁଛି । ସ୍ଥାନୀୟ ଲୋକ ମଧ୍ୟ ଏଭଳି କାର୍ଯ୍ୟକୁ ପ୍ରଶଂସା କରିଥିବା ବେଳେ ପୂର୍ଣ୍ଣାଙ୍ଗ ପ୍ରକଳ୍ପ ନିଶ୍ଚିତ ଭାବେ ଚିତାକର୍ଷକ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+