For Quick Alerts
Turn On Notification  
For Daily Alerts
Oneindia App Download

ବଡଦାଣ୍ଡରେ ନବୀନ, ଟାଣିଲେ ନନ୍ଦିଘୋଷ ରଥ

ରଥଯାତ୍ରା ଅବସରରେ ପୁରୀ ବଡଦାଣ୍ଡରେ ଭକ୍ତଙ୍କ ଗହଳିରେ ରଥ ଟାଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନନ୍ଦିଘୋଷ ରଥ ଟାଣିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

|

ପୁରୀ: ରଥଯାତ୍ରା ଅବସରରେ ପୁରୀ ବଡଦାଣ୍ଡରେ ଭକ୍ତଙ୍କ ଗହଳିରେ ରଥ ଟାଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନନ୍ଦିଘୋଷ ରଥ ଟାଣିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Ratha Yatra 2022

ଆଜି ପୁରୀ ଗସ୍ତରେ ଯାଇ ପ୍ରଥମେ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପଟେ ନିର୍ମିତ ମଡେଲ ପ୍ୟାଚ୍ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ । ଦକ୍ଷିଣ ଦ୍ୱାର ନିକଟରେ ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବରିଷ୍ଠ ଅଧିକାରୀଙ୍କ ସହ ଏହି ନିର୍ମାଣ କାମକୁ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ପୂର୍ଣ୍ଣ ଉତ୍କଳୀୟ ଢାଞ୍ଚାରେ ଖଣ୍ଡୋଲାଇଟ୍ ପଥରରେ କାମ ହୋଇଛି । ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଉଥିବା ଏହି ସ୍ଥାନ ସମସ୍ତଙ୍କୁ ବିମୋହିତ କରୁଛି । ସ୍ଥାନୀୟ ଲୋକ ମଧ୍ୟ ଏଭଳି କାର୍ଯ୍ୟକୁ ପ୍ରଶଂସା କରିଥିବା ବେଳେ ପୂର୍ଣ୍ଣାଙ୍ଗ ପ୍ରକଳ୍ପ ନିଶ୍ଚିତ ଭାବେ ଚିତାକର୍ଷକ ହେବ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Ratha Yatra 2022: Chief Minister Naveen Patnaik pulled Nadhighosha Ratha
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X