ରାସନ କାର୍ଡ ହିତାଧିକାରୀଙ୍କୁ ମିଳିପାରେ ଅଧିକ ୫ କେଜି ଲେଖାଏଁ ଚାଉଳ
ରାସନ କାର୍ଡ ହିତାଧିକାରୀଙ୍କୁ ମିଳିପାରେ ଅଧିକ ୫ କେଜି ଲେଖାଏଁ ଚାଉଳ । ଆଶା ଦେଖାଇଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଚୂଡ଼ାନ୍ତ ନିଷ୍ପତ୍ତି ହୋଇନି, ଚିନ୍ତା କରାଯାଉଛି, ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ। ସମସ୍ତ ୩ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ଦେବାକୁ ଚିନ୍ତା କରାଯାଉଛି । ଆମେ ଚାହୁଁଛୁ ଗରିବ ଲୋକମାନେ ଅଧିକ ଚାଉଳ ପାଆନ୍ତୁ ବୋଲି କହିଛନ୍ତି କୃଷ୍ଣଚନ୍ଦ୍ର । ରାଜ୍ୟ ସରକାର ନିଜସ୍ବ ଖର୍ଚ୍ଚରେ ଚାଉଳ ଦେବାକୁ ଚିନ୍ତା କରୁଛନ୍ତି ।













Click it and Unblock the Notifications