ଜୁନ୍‌ରେ ସରିବ ରାସନ କାର୍ଡ E-KYC ପ୍ରକ୍ରିୟା ; ତୁରନ୍ତ କରନ୍ତୁ ଏହି କାମ, ନଚେତ୍ କଟିଯିବ କାର୍ଡ

ଜୁନ୍‌ରେ ସରିବ ରାସନ କାର୍ଡ E-KYC ପ୍ରକ୍ରିୟା । ଏଥିରୁ ବାଦ୍‌ ପଡିପାରନ୍ତି ୨୦ ଲକ୍ଷ ହିତାଧିକାରୀ । ବର୍ତ୍ତମାନ ସୁଦ୍ଧା ୯୫ ପ୍ରତିଶତ ହିତାଧିକାରୀ E-KYC କରିଛନ୍ତି । ଯେଉଁମାନେ E-KYC କରିନାହାନ୍ତି ସେମାନଙ୍କୁ ବାଦ୍‌ ଦିଆଯିବ ବୋଲି କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ।

krushna patra

ସେ ଆହୁରି ମଧ୍ୟ କହିଛନ୍ତି ଯେ, ରାଜ୍ୟରେ ୧୩ ବର୍ଷ ଧରି ନୂଆ ରାସନ କାର୍ଡ ଦିଆଯାଉନଥିଲା । ନୂଆ ସରକାର ଆସିଲା ପରେ ୧୭ ଲକ୍ଷ ଆବେଦନ ଆସିଥିଲା । ୬ ଲକ୍ଷ ରାସନ କାର୍ଡ ଏବଂ ଦିଆଚାଲିଛି । ବାକି ଆଉ ୧୫ ଲକ୍ଷ କାର୍ଡ ଆପ୍ରୁଭ ସରିଛି । କେବଳ ବ୍ଲକ ଅଫିସ ନୁହେଁ ଜନ ସେବା କେନ୍ଦ୍ରରେ ଅନ୍‌ଲାଇନ୍‌ ଆବେଦନ ହେଉଛି । ନୂଆ ସରକାରଙ୍କୁ ଉପରେ ଆସ୍ଥା ଥିବାରୁ ଭିଡ଼ ହେଉଛି ।ଭିଡ଼କୁ ଦେଖି ଆବଶ୍ୟକ ପଦେକ୍ଷପ ନିଆଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+