Ration Card: ଯୋଗାଣ ମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ତୁରନ୍ତ ଫେରାନ୍ତୁ ରାସନ କାର୍ଡ, ନହେଲେ...
ରାସନ କାର୍ଡକୁ ନେଇ ବଡ଼ ଅପଡେଟ୍ । ରାସନ କାର୍ଡ ଫେରାଇବା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସ୍ପଷ୍ଟୀକରଣ ରଖିଛନ୍ତି । ମନ୍ତ୍ରୀ କହିଛନ୍ତି, ଠିକା କର୍ମଚାରୀଙ୍କୁ ରାଶନ କାର୍ଡ ଫେରାଇବାକୁ କହି ନାହିଁ ।
ବଡ଼ ଚାକିରି କରିନଥିବା ଲୋକଙ୍କୁ କାର୍ଡ ଫେରାଇବାକୁ କହିନି । ଯେଉଁମାନେ ୧୦/୧୨ ହଜାର ଦରମା ପାଉଛନ୍ତି ଅସୁବିଧା ନାହିଁ । ସେମାନଙ୍କୁ ଫେରାଇବାକୁ କହିନି କି ଫେରାଇବା ଦରକାର ନାହିଁ । ଯେଉଁମାନେ ଆଇଟି ରିଟର୍ଣ୍ଣ ଦାଖଲ କରୁଛନ୍ତି ସେମାନେ ଫେରାନ୍ତୁ। ୩୦/୪୦ ହଜାର ଦରମା ପାଉଥିଲେ ଫେରାନ୍ତୁ, ନଚେତ୍ ସେମାନେଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ।

ଅନ୍ୟପଟେ, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର E-KYCକୁ ନେଇ ଗୁରୁବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି E-KYC ଅପଡେଟ୍ ଫେବୃଆରୀ ୧୫କୁ ବୃଦ୍ଧି କରାଯାଇଛି। ପୂର୍ବରୁ ଜାନୁଆରୀ ୩୧ ଶେଷ ତାରିଖ ଥିଲା। କିଛି ଲୋକ E-KYC କରି ନ ଥିବାରୁ ବୃଦ୍ଧି ପାଇଁ ଦାବି କରିଥିଲେ। ଏହାକୁ ବିଚାର କରି ସରକାର ଏପରି ନିଷ୍ପତ୍ତି ନେଇଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।
-
ଟି୨୦ ବିଶ୍ବକପ ଫାଇନାଲରେ ଭାରତ, ଜାକବ ବେଥେଲଙ୍କ ଲଢ଼ୁଆ ଶତକ ସତ୍ତ୍ବେ ହାରିଲା ଇଂଲଣ୍ଡ -
ବଦଳିବ ପାଗ, ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା -
ଯୁଦ୍ଧ ଭିତରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବୟାନ, କହିଲେ -
ଭାରତକୁ ପ୍ରତିଦ୍ବନ୍ଦ୍ବୀ ହେବାକୁ ଦେବୁନାହିଁ: ଆମେରିକା -
ଭାରତ କିଣିବ ଋଷ ତେଲ, ଏମିତି କହିଲା ଆମେରିକା -
ବିବାହ ବନ୍ଧନରେ ବାନ୍ଧି ହେଲେ ଅର୍ଜୁନ-ସାନିୟା, ଗ୍ରାଣ୍ଡ ୱେଡିଂରେ ସାମିଲ ହେଲେ.... -
ପଶ୍ଚାତାପ ଆମେରିକା କରିବ ; ଇରାନ ବୈଦେଶିକ ମନ୍ତ୍ରୀ -
ବିଧାନସଭା ନିର୍ବାଚନ ପୂର୍ବରୁ ଇସ୍ତଫା ଦେଲେ ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ -
ବିଜୁ ବାବୁଙ୍କ ସହ ପୁରୁଣା ଫଟୋ ପୋଷ୍ଟ କଲେ ଦିଲ୍ଲୀପ ରାୟ, ଲେଖିଲେ ମନର କଥା -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଇରାନର ଶକ୍ତିଶାଳୀ ଯୁଦ୍ଧ ଜାହାଜ ବୁଡ଼ିବା ଘଟଣା, ସମୁଦ୍ରରୁ ୮୭ ଜଣଙ୍କ ମୃତଦେହ ଉଦ୍ଧାର












Click it and Unblock the Notifications