Get Updates
Get notified of breaking news, exclusive insights, and must-see stories!

ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ବୁଧବାର ଏକ ବଡ ଖବର ସାମ୍ନାକୁ ଆସିଛି । ହାଇକୋର୍ଟରେ ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଛି ।

ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ । ଏହା ସତ୍ୟପାଠରେ ଉଲ୍ଲେଖ ରହିଛି ।

RATNA BHANDAR report

ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ଦାୟିତ୍ୱରେ ଥିଲେ ଜଷ୍ଟିସ୍‌ ରଘୁବୀର ଦାସ। ତଦନ୍ତ ଶେଷ ପରେ ରାଜ୍ୟ ସରକାରଙ୍କୁ କମିଶନ ରିପୋର୍ଟ ଦେଇ ସାରିଛନ୍ତି । ମାର୍ଚ୍ଚ ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+