Ratna Bhandar: ୨୧ରୁ ୩ ଦିନ ଧରି ଚାଲିବ ରତ୍ନଭଣ୍ଡାର ବୈଷୟିକ ସର୍ଭେ
ପୁରୀ: ୨୧ରୁ ୩ ଦିନ ଧରି ଚାଲିବ ରତ୍ନଭଣ୍ଡାର ବୈଷୟିକ ସର୍ଭେ । ବୈଷୟିକ ସର୍ଭେ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା। ୨୧, ୨୨ ଓ ୨୩ ତାରିଖରେ ହେବ ରତ୍ନଭଣ୍ଡାରର ବୈଷୟିକ ସର୍ଭେ। ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ASI ପକ୍ଷରୁ ସର୍ଭେ କରାଯିବ। ରତ୍ନଭଣ୍ଡାର ନିରୀକ୍ଷଣ ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ ।













Click it and Unblock the Notifications