ରତ୍ନଭଣ୍ଡାର ଗଣତି ମଣତି ପ୍ରସଙ୍ଗ, ୩ ମାସ ମଧ୍ୟରେ ଗଣତି ମଣତି କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ

ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ନେଇ ହାଇକୋର୍ଟ ଆଜି ବଡ଼ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ବିଧାନସଭା ଅଧିବେଶନରେ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ୩ ମାସ ମଧ୍ୟରେ ଗଣତି ମଣତି କାର୍ଯ୍ୟ ସମ୍ପୂର୍ଣ୍ଣ ସାରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

Ratnabhandar

କହରିଖୁଛୁ କି, ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ଜଗନ୍ନାଥପ୍ରେମୀଙ୍କ ମନକୁ ଗଭୀର ଆଘାତ ଦେଇଥିଲା । ୨୦୧୮ ମସିହାରେ ଚାବି ହଜିଥିବା ବେଳେ ତଦନ୍ତ ନେଇ ଏକ କମିଶନ ମଧ୍ୟ ଗଠନ କରାଯାଇଥିଲା । ତେବେ ପରବର୍ତ୍ତି ସମୟରେ ରତ୍ନଭଣ୍ଡାରରେ ପାଣି ଜମିବା ପ୍ରସଙ୍ଗ ଉଠିଥିଲା । ତେବେ ଏହି ପ୍ରସଙ୍ଗରେ ହାଇକୋର୍ଟ ଅନେକ ବାର ନିର୍ଦ୍ଦେଶ ଦେଇଥିଲେ । ତେବେ ଏଏସଆଇ ପକ୍ଷରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ କରାଯାଇଥିଲା । ତେବେ ଏହି କାର୍ଯ୍ୟ ଶେଷ ହେବା ପରେ ଗଣତିମଣତି ସାରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+